www.samajalive.in
Monday, December 15, 2025
14.1 C
Bhubaneswar

ଛାତ୍ରୀଙ୍କୁ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ 

ପାଟଣା : ଢେଙ୍କିକୋଟ ସ୍ଥିତ ଆଞ୍ଚଳିକ ସତ୍ୟନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କୁ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଛି। ଗତ ୧ ତାରିଖରୁ ଏହା ଆରମ୍ଭ  ହୋଇଥିଲା। ପ୍ରଶିକ୍ଷିକା ଲକ୍ଷ୍ମୀପ୍ରିୟା ପତି ୬୪ ଜଣ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ରୀଙ୍କୁ ଆତ୍ମରକ୍ଷା କୌଶଳ ଶିକ୍ଷା ପ୍ରଦାନ କରିଥିଲେ। ଅଧ୍ୟକ୍ଷ ମୀନକେତନ ଗିରିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନ ଉତ୍ସବରେ କ୍ରୀଡା ଶିକ୍ଷକ ଯଶୋବନ୍ତ ପତି, ନୋଡାଲ ଅଧିକାରୀ ଅଧ୍ୟାପିକା ମନୋଜ ମଞ୍ଜରୀ ବେହେରା, ଗ୍ରନ୍ଥାଗାରିକ ସୌଦାଗର ମହାନ୍ତ ଓ ପ୍ରଦତ୍ତ କୁମାର ବେହେରାଙ୍କ ଉପସ୍ଥିତିରେ ତାଲିମ ଗ୍ରହଣ କରିଥିବା ସମସ୍ତ ଛାତ୍ରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories