www.samajalive.in
Sunday, December 14, 2025
19.1 C
Bhubaneswar

କଖଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର

ଗୁରୁଡିଝାଟିଆ : କଖଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ରଣଜିତ୍‌ କୁମାର ସ୍ୱାଇଁଙ୍କ ପୌରହିତ୍ୟରେ ଅନୁଷ୍ଠିତ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିରରେ ପ୍ରଶିକ୍ଷକ ଭାବେ ହରପ୍ରିୟା ବାରିକ ଯୋଗଦେଇ ଯୁକ୍ତ ଦୁଇ ପ୍ରଥମବର୍ଷ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଦେବା ସହ ଏହା ବିପଦ ସମୟରେ ଅମୋଘ ଅସ୍ତ୍ର ଭାବରେ ସୁରକ୍ଷା ଦେଇପାରିବ ବୋଲି କହିଥିଲେ । ବରିଷ୍ଠ ଅଧ୍ୟାପିକା ସୁସ୍ମୀତା ମିଶ୍ର, ଅଧ୍ୟାପିକା ଦୀପିକା ସାହୁ, କ୍ରୀଡା ଅଧ୍ୟାପକ ଚିତ୍ରସେନ ସାହୁ ଓ ଗଣେଶ୍ୱର ଖଟୁଆ ପ୍ରମୁଖ ଯୋଗଦେଇ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଥିଲେ ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories