www.samajalive.in
Wednesday, December 10, 2025
23.1 C
Bhubaneswar

ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ କାର୍ଯ୍ୟକ୍ରମ ଉଦଯାପିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଛାତ୍ରୀମାନଙ୍କୁ ନେଇ ଚାଲିଥିବା ଆତ୍ମରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଏହି ଆତ୍ମରକ୍ଷା ତାଲିମ  ଦୀର୍ଘ ୮ ଦିନ ପର୍ଯ୍ୟନ୍ତ ଚାଲିଥିଲାବେଳେ ଆଜି ତାହା ଉଦଯାପିତ ହୋଇଥିଲା । ବିଦ୍ୟାଳୟ ଅଧ୍ୟକ୍ଷ ଡ଼ ପ୍ରଶାନ୍ତ କୁମାର କରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟାପକ ପ୍ରମୋଦ କୁମାର ନାୟକ, ବାସୁଦେବ ସାହୁ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ଅଧ୍ୟାପକ ତଥା ସଂଯୋଜକ ସମୀର କୁମାର ବେହେରା ପରିଚାଳନା କରିଥିବାବେଳେ ରଶ୍ମୀ ରଞ୍ଜନ ଲେଙ୍କା, ରଞ୍ଜନ କୁମାର ବେହେରା,ରାମକୃଷ୍ଣ ପଣ୍ଡା, ଶ୍ରୀପଦ କୁମାର ନାୟକ ସହଯୋଗ କରିଥିଲେ।

 

Hot this week

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

Related Articles

Popular Categories