www.samajalive.in
Sunday, December 7, 2025
14.1 C
Bhubaneswar

ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

କୁଚିଣ୍ଡା :  କୁଚିଣ୍ଡା ଉପଖଣ୍ଡୀୟ ମହୁକୁମାସ୍ଥ ବରିଷ୍ଠ ନାଗରୀକ ସଂଘ କାର୍ଯ୍ୟାଳୟରେ ଏକ ଦିବସୀୟ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଡା. କ୍ଷେତ୍ରମୋହନ କାଣ୍ଡ, ଡା. ସୁଦୀପ୍ତ ନାୟକ ଯୋଗ ଦେଇ ସଭ୍ୟ ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସଂପ୍ରତି କରୋନାର ଭୟାବହତାରୁ ରକ୍ଷା ସକାଶେ ଆବଶ୍ୟକ ସତର୍କତା ସହ ରହିବାକୁ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ସାଧାରଣ ସମ୍ପାଦକ ରଂଜନ ମହାପାତ୍ର ଧନ୍ୟବାଦ ଦେଇଥିଲେ। ଶିବିରରେ ସଂଘର ଜୟ ପ୍ରକାଶ ଗୁପ୍ତା, ପ୍ରଫୁଲ୍ଲ ସାହୁ, ସନ୍ତୋଷ ପଟେଲ, ଅଶୋକ ମହାପାତ୍ର , ନମିତା ମହାପାତ୍ର, ଭକ୍ତ ବତ୍ସଳ ଶର୍ମା,ଲଳିତ ମୋହନ ପଟେଲ,ସମେତ ବହୁ ସଦସ୍ୟ ଭାଗ ନେଇଥିଲେ।

Hot this week

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

Related Articles

Popular Categories