www.samajalive.in
Saturday, December 6, 2025
26.1 C
Bhubaneswar

ସମାଜର ଡେଲାଙ୍ଗ ପ୍ରତିନିଧି ବରିଷ୍ଠ ସାମ୍ବାଦିକ ଧର୍ମପତ୍ନୀଙ୍କ କରୋନାରେ ପରଲୋକ

ଡେଲାଙ୍ଗ  : ସମାଜର ଡେଲାଙ୍ଗ ପ୍ରତିନିଧି ବରିଷ୍ଠ ସାମ୍ବାଦିକ ପ୍ରସନ୍ନ କୁମାର ତ୍ରିପାଠୀଙ୍କ ଧର୍ମପତ୍ନୀ ଉର୍ମିଳା ତ୍ରିପାଠୀଙ୍କର କରୋନାରେ ପରଲୋକ ଘଟିଛି l ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଗତକାଲି ରାତି ୯ଟାରେ କୋଭିଡ ହସ୍ପିଟାଲରେ ସେ ପ୍ରାଣ ତ୍ୟାଗ କରିଛନ୍ତି। ଗତ ୨ ଦିନ ହେବ ସେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ତାଙ୍କୁ ପୁରୀ କୋଭିଡ ହସ୍ପିଟାଲରେ ଭର୍ତି କରାଯାଇଥିଲା l ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories