ବରିଷ୍ଠ ନେତା ଦାମୋଦର ରାଉତ ଗୁରୁତର
ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଅବସ୍ଥା ଗୁରୁତର ହୋଇଛି। ସଙ୍କଟାପନ୍ନ ଅବସ୍ଥାରେ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଦାମଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ ସୂଚନା ଦେଇଛନ୍ତି। ଦାମୋଦର ରାଉତଙ୍କ ବ୍ରେନ୍ ଡେଡ୍ ହୋଇଥିବା ସୂଚନା ମିଳିଛି।
Comments are closed.