www.samajalive.in
Saturday, December 6, 2025
19.1 C
Bhubaneswar

ଡିଆଇଜି ରାଜେଶ ପଣ୍ଡିତ ନିଲମ୍ବିତ, ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା

ଭୁବନେଶ୍ୱର: ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ନିଲମ୍ବିତ । ଗତ ୨୭ ତାରିଖ ରାତିରେ କ୍ୟାପିଟାଲ ଥାନା ଅଞ୍ଚଳରେ ଘଟିଥିବା ଘଟଣା ପାଇଁ ଗୃହ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି । ଭାରତୀୟ ପୁଲିସ ସେବା ଆଇନ ଉଲ୍ଲଘଂନ ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ରାଜେଶ ପଣ୍ଡିତ । ମହିଳା ଆଇଆଇସିଙ୍କ ଏତଲା କ୍ରମେ ଯାଞ୍ଚ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଗୃହ ବିଭାଗ । ରାଜେଶଙ୍କୁ ନିଲମ୍ବିତ ନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି । ହେଡକ୍ୱାଟର ଛାଡି ନଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories