www.samajalive.in
Saturday, December 6, 2025
26.1 C
Bhubaneswar

୩ କୋଟି ବୀମା ଧାରକଙ୍କ ତଥ୍ୟ ଚୋରି

ସମାଜ ଡିଜିଟାଲ ଡେସ୍କ: ଷ୍ଟାର ହେଲ୍‌ଥ ବୀମା କମ୍ପାନୀର ୩ କୋଟି ୨୦ ଲକ୍ଷ ଗ୍ରାହକଙ୍କ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ଚୋରି ହୋଇଯାଇଛି। ଜଣେ ହ୍ୟାକର ଏହି ତଥ୍ୟ ଚୋରି କରିନେଇଥିବା ଦାବି କରିଛି। ସାମାଜିକ ଗଣମାଧ୍ୟମ ଟେଲିଗ୍ରାମରେ ଗ୍ରାହକଙ୍କ ତଥ୍ୟ ଲିକ୍‌ କରାଯାଇଥିବା ହ୍ୟାକର ଜଣକ ସୂଚନା ଦେଇଛି। ଏହି ତଥ୍ୟ ସଂଗ୍ରହ କରିବା ପରେ ପ୍ରାୟ ୫୭ ଲକ୍ଷ ଟଙ୍କାରେ ସେସବୁକୁ ବିକ୍ରି କରିବା ପାଇଁ ହ୍ୟାକର ଜଣକ ସାମାଜିକ ଗଣମାଧ୍ୟମରେ ତାହାକୁ ପ୍ରଘଟ କରାଇଛି।

କମ୍ପାନୀ ପକ୍ଷରୁ ମଧ୍ୟ ଏହାକୁ ସ୍ଵୀକାର କରାଯାଇଛି। କମ୍ପାନୀ ସର୍ଭର ଉପରେ ସାଇବର ଆକ୍ରମଣ ହୋଇଥିବା କୁହାଯାଇଛି। ଏହାର ତଦନ୍ତ କରାଯାଉଛି। xenZen ନାମରେ ହ୍ୟାକର ଜଣକ ଏସବୁ ସମ୍ବେଦନଶୀଳ ତଥ୍ୟକୁ ଲିକ୍‌ କରିବା ନେଇ ସ୍ପଷ୍ଟ କରିଥିବାବେଳେ କମ୍ପାନୀ ପକ୍ଷରୁ ତୁରନ୍ତ ଏହାର ସମାଧାନ କରାଯିବ ବୋଲି କୁହାଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories