www.samajalive.in
Saturday, December 13, 2025
26.1 C
Bhubaneswar

ସେପ୍ଟେମ୍ବର ୯ ସୋମବାର ଛୁଟି ରହିବ ସମସ୍ତ ଶିକ୍ଷାନୁଷ୍ଠାନ

ଡେସ୍କ: ସେପ୍ଟେମ୍ବର ୯ ତାରିଖ ସୋମବାର ଅର୍ଥାତ ନୂଆଖାଇ ପରଦିନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଛୁଟି ଘୋଷଣା କରିଥିବା ବେଳେ ସେହିଦିନ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ଜଣାପଡିଛି। ରାଜ୍ୟର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ସେହିଦିନ ଛୁଟି ରହିବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ସ୍ପଷ୍ଟ କରିଛି।

ଏହା ବ୍ୟତୀତ ସେପ୍ଟେମ୍ବର ୯ ତାରିଖରେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ମାଜିଷ୍ଟ୍ରେଟ ସ୍ତରୀୟ କୋର୍ଟ ବନ୍ଦ ରହିବ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories