www.samajalive.in
Sunday, December 7, 2025
14.1 C
Bhubaneswar

ଜାଣନ୍ତୁ.. ସେପ୍ଟେମ୍ବର ୭ର ବର୍ଷର ଶେଷ ଚନ୍ଦ୍ର ଗ୍ରହଣ କାହିଁକି ଖାସ୍‌ : ଏହି ୪ ରାଶିଙ୍କ ଭାଗ୍ୟରେ ହେବ ବଡ ପରିବର୍ତ୍ତନ,ହେବେ ଧନୀ, ମିଳିବ ଏସବୁ..

ବର୍ଷ ୨୦୨୫ର ୨ୟ ଚନ୍ଦ୍ରଗ୍ରହଣ ୭ ସେପ୍ଟେମ୍ବରରେ ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟି କୋଣରୁ ଏହି ଚନ୍ଦ୍ରଗ୍ରହଣ ଖୁବ୍‌ ଖାସ୍‌ ହେବାକୁ ଯାଉଛି । ଏହି ଚନ୍ଦ୍ର ଗ୍ରହଣ କୁମ୍ଭ ରାଶିରେ ପୂର୍ବାଭାଦ୍ରପଦ ନକ୍ଷତ୍ରରେ ହେବାକୁ ଯାଉଛି । ଏହାରେ ଚନ୍ଦ୍ରମା ଓ ରାହୁଙ୍କ ସଂଯୋଗ ହେବାକୁ ଯାଉଛି । ଗ୍ରହଙ୍କ ଏହି ସଂଯୋଗ ଫଳରେ କିଛି ରାଶିରେ ଜୀବନରେ ପରିବର୍ତ୍ତନ ହେବାକୁ ଯାଉଛି । ଏହି ରାଶିଙ୍କୁ ବଡ ସଫଳତା ମିଳିବା ସହ ହଠାତ୍‌ ଧନ ପ୍ରାପ୍ତି ହେବ । ଜୀବନରେ ସକରାତ୍ମକ ପରିବର୍ତ୍ତନ ହେବ । ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶିମାନଙ୍କ ବିଷୟରେ..

ମେଷ- ଏହି ରାଶିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ବ୍ୟବସାୟରେ ନୂଆ ନୂଆ ସୁଯୋଗ ମିଳିବ । ଅଟକି ଥିବା କାମ ଅଗାକୁ ବଢିବ । ପରିବାରରେ ଶାନ୍ତି ଓ ହସଖୁସିର ବାତାବରଣ ରହିବ ।

- Advertisement -

ମିଥୁନ- ଭାଗ୍ୟର ସାଥ୍‌ ମିଳିବ । ପୁରୁଣା ଅଟକି ଥିବା ଧନ ମିଳିବ । ଟଙ୍କା ନିବେଶ କରିବାର ସୁବର୍ଣ୍ଣ ସୁଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କନ୍ୟା- କର୍ମକ୍ଷେତ୍ରରେ ପରିଶ୍ରମ ଫଳ ମିଳିବ । ଚାକିରିରେ ଥିବା ବ୍ୟକ୍ତି ବିଶେଷଙ୍କର ପଦନ୍ନୋତି ହେବ । ଜୀବନରେ ଖୁସିର ଆଗମନ ହେବ ।

ଧନୁ- ଏହି ରାଶିଙ୍କୁ ମଧ୍ୟ ଶୁଭଫଳ ମିଳିବ । ଆତ୍ମବିଶ୍ୱାସ ବୃଦ୍ଧି ହେବ । ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ଦୂର ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ ।

ଭିଡିଓ ଦେଖିଲେ ଭୟ ଲାଗିବ ; ମାତ୍ର କିଛି କ୍ଷଣରେ ହରିଣକୁ ଝାମ୍ପି ନେଲା ଚିଲ..

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories