www.samajalive.in
Saturday, December 13, 2025
27.1 C
Bhubaneswar

ଜୟପୁରରେ ସିରିଜ୍ ଦୁର୍ଘଟଣା, ୫ ଜୀବନ୍ତ ଦଗ୍ଧ

ରାଜସ୍ଥାନ : ଜୟପୁରରେ ଆଜି ଏକ ବଡ ଦୁର୍ଘଟଣା ଘଟିଛି । ଆଜମେର ରୋଡ୍ ସ୍ଥିତ ଏକ ପେଟ୍ରୋଲ ପମ୍ପରେ ସିଏନଜି ଗ୍ୟାସ୍ ଭର୍ତ୍ତି ଏକ ଟ୍ୟାଙ୍କର ବିସ୍ଫୋରଣ ହେବା ଫଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଭାନକ୍ରୋଟା ସ୍ଥିତ ଏକ ପେଟ୍ରୋଲ ପମ୍ପ ସାମ୍ନାରେ ସିରିଜ୍ ଦୁର୍ଘଟଣା ଘଟିବା ଫଳରେ ଗାଡିଗୁଡିକରେ ନିଆଁ ଲାଗିଯାଇଥିଲା । ଲଗାତର ୪୦ରୁ ଅଧିକ ଗାଡି ଗୋଟିଏ ପରେ ଗୋଟିଏ ପରସ୍ପରକୁ ଧକ୍କା ଦେଇଥିଲେ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହେବା ସହ ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories