www.samajalive.in
Saturday, December 6, 2025
14.1 C
Bhubaneswar

ଶ୍ରୀମନ୍ଦିରରେ ମହିଳାଙ୍କୁ ସେବାୟତ ମାଡ ମାରିଥିବା ଅଭିଯୋଗ

ପୁରୀ : ଶ୍ରୀମନ୍ଦିରରେ ଏଏସଆଇ ମହିଳା ଶ୍ରମିକଙ୍କୁ ସେବାୟତ ମାଡ ମାରିଥିବା ଅଭିଯୋଗ ହୋଇଛି । ଏନେଇ ମହିଳା ଶ୍ରମିକ ସିଂହଦ୍ବାର ଥାନାରେ ଲିଖିତ ଭାବେ ଅଭିଯୋଗ କରିଛନ୍ତି । ଦକ୍ଷିଣ ଦ୍ୱାର ଗୁମୁଟ ମରାମତି ସହ ଓ ରୋଷଶାଳାର ପାଖରେ କାର୍ଯ୍ୟ ଚାଲୁଥିବା ବେଳେ ମହିଳା ଶ୍ରମିକଙ୍କୁ ଗାଳିଗୁଲଜ କରିବା ସହ ମାଡ ମାରିଥିଲେ । ଏନେଇ ମହିଳା ଶ୍ରମିକ ଥାନାରେ ଏତଲା ଦେବା ସହ ସମସ୍ତ ଶ୍ରମିକ କାର୍ଯ୍ୟବନ୍ଦ କରିବା ସହ ସିଂହଦ୍ଵାର ଥାନା ସମ୍ମୁଖରେ ଆନ୍ଦୋଳନ କରିଛନ୍ତି ।

ଶ୍ରୀମନ୍ଦିର ଭିତରେ ନଜର ଆସିଲେ ବିଦେଶୀ ପର୍ଯ୍ୟଟକ: ସିଂହଦ୍ବାର ଥାନାରେ ଅଟକ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories