www.samajalive.in
Saturday, December 6, 2025
14.1 C
Bhubaneswar

ଆତିଶୀଙ୍କ ସମେତ ୧୨ ଆପ୍‌ ବିଧାୟକ ନିଲମ୍ବିତ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ମଙ୍ଗଳବାର ହଟ୍ଟଗୋଳ ସହ ଆରମ୍ଭ ହୋଇଛି। ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ଅଭିଭାଷଣ ସମୟରେ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ବିଧାୟକମାନେ ଜୋରଦାର ହଙ୍ଗାମା କରିଥିଲେ। ଫଳରେ ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦ୍ର ଗୁପ୍ତା ବିରୋଧୀ ଦଳ ନେତା ଆତିଶୀଙ୍କ ସମେତ ୧୨ ଜଣ ଆପ୍‌ ବିଧାୟକଙ୍କୁ ସାରା ଦିନ ପାଇଁ ବିଧାନସଭାରୁ ନିଲମ୍ବିତ କରିଛନ୍ତି।

ସୂଚନାଯୋଗ୍ୟ, ଦିଲ୍ଲୀ ସରକାର ଆଜି ବିଧାନସଭାରେ ପୂର୍ବତନ ଆପ୍‌ ସରକାରଙ୍କ ପ୍ରଦର୍ଶନ ଉପରେ ସିଏଜି ରିପୋର୍ଟ ଉପସ୍ଥାପନ କରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories