www.samajalive.in
Monday, November 17, 2025
17.1 C
Bhubaneswar

ରାଜଧାନୀରେ ଲଜ୍ଜା: ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା । ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୀଡିତା ନାବାଳିକା କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ପୁଲିସ ଘଟଣାରେ ମାମଲା ରୁଜୁ କରି ତଦନ୍ତ କରୁଛି ।

ସୂଚନା ଅନୁସାରେ ଶୁକ୍ରବାର ବିଳମ୍ବିତ ରାତିରେ ନାବାଳିକ ଜଣଙ୍କ ରାସ୍ତାକଡରେ ଗୁରୁତର ଅବସ୍ଥାରେ ପଡିଥିବା ସ୍ଥାନୀୟ ଲୋକମାନେ ଦେଖିଥିଲେ । ନାବାଳିକା ଜଣଙ୍କ ରକ୍ତାକ୍ତ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲ ଯାଇଥିଲେ। ସନ୍ଦେହରେ କ୍ୟାପିଟାଲ୍ ହସ୍ପିଟାଲ୍ ଫାଣ୍ଡି ପୁଲିସକୁ ଜଣାଇଥିଲେ ଡାକ୍ତର। ଡାକ୍ତରଙ୍କ ରିପୋର୍ଟ ଆଧାରରେ କ୍ୟାପିଟାଲ ଥାନା ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି।

Hot this week

୩ କି.ମି ପାହାଡ଼ ଚଢ଼ି ଦୁଃଖ ବୁଝିଲେ ବିଡିଓ

ନନ୍ଦାହାଣ୍ଡି: ଦୁର୍ଗମ ଅଞ୍ଚଳବାସିନ୍ଦା ସରକାରୀ ସୁବିଧାସୁଯୋଗରୁ ଯେପରି ବଞ୍ଚିତ ନହୁଅନ୍ତି ତାହାକୁ...

ଅସରନ୍ତି ଦୁଃଖର ଅନ୍ଧାରି ଉପତ୍ୟକା ତେଣ୍ଡା

କପ୍ତିପଦା: ଆକାଶର ଆଉଟା କିରଣ ପଡ଼ିଲେ ତରତର ହୁଏ ତେଣ୍ଡା। ଅନ୍ଧାରର...

ଖସୁଛି ପାରଦ, ବଢ଼ୁଛି ଜାଡ଼

ଭୁବନେଶ୍ବର/ଘୁ. ଉଦୟଗିରି: ସାରା ରାଜ୍ୟରେ ସଞ୍ଜ ନଇଁବା ମାତ୍ରେ ମାଡ଼ି ଆସୁଛି...

ରୋହିଣୀଙ୍କୁ ଚପଲ ଫିଙ୍ଗିଲେ ତେଜସ୍ବୀ

ପାଟନା: ବିହାର ନିର୍ବାଚନରେ ଲାଲୁପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର...

ଆଗକୁ ରାଜ୍ୟସଭା ନିର୍ବାଚନ: ମୋହନଙ୍କ ପାଇଁ ଆହ୍ବାନ

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାରଙ୍କ ୧୭ ମାସର ଶାସନ ପରେ ବିଜେପି...

Related Articles

Popular Categories