www.samajalive.in
Monday, December 8, 2025
14.1 C
Bhubaneswar

୩୦ ବର୍ଷ ପରେ.. ୨୦୨୫ ଜାନୁଆରୀରେ ଏକାଠି ହେବେ ଶନି-ବୁଧ: ଏହି ରାଶିଙ୍କ ଉପରେ ହେବ ଧନ ବର୍ଷା, ବିବାହ..

ନୂଆବର୍ଷ ୨୦୨୫ ଆରମ୍ଭ ହେବାକୁ ଆଉ ଅଳ୍ପ ଦିନ ବାକି । ଗ୍ରହଙ୍କ ଚଳନ ଦୃଷ୍ଟିରୁ ଏହି ବର୍ଷ ଖୁବ୍‌ ଖାସ୍‌ ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ବର୍ଷ ଅନେକ ଗ୍ରହ ଏକାଠି ହେବାକୁ ଯାଉଛନ୍ତି । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ଚମକିବ ।

ତେବେ ୨ ଶକ୍ତିଶାଳୀ ଗ୍ରହ ଶନି ଓ ଗ୍ରହଙ୍କ ରାଜକୁମାର ବୁଧ ୧୯ ଜାନୁଆରୀ ୨୦୨୫ରେ ରାତି ୯ଟା ୫୮ରେ ୬୦ ଡିଗ୍ରୀରେ ରହି ତ୍ରି-ଏକାଦଶ ଯୋଗ ସୃଷ୍ଟି କରିବେ । ଏହାଦ୍ୱାରା ୩ ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ..

- Advertisement -

ମେଷ – ଏହି ରାଶିଙ୍କୁ ବିଭିନ୍ନ କ୍ଷେତ୍ରରେ ସଫଳତା ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ । ଆର୍ଥିକ ସ୍ଥିତି ମଜଭୁତ ହେବ ।

ମକର – ଏହି ରାଶିଙ୍କୁ ନୂଆବର୍ଷ ୨୦୨୫ରେ ଅନେକ ଲାଭ ମିଳିବ । କର୍ମକ୍ଷେତ୍ରରେ ନୂଆ ନୂଆ ସୁଯୋଗ ଆସିବ । ଶନିଦେବଙ୍କ କୃପା ଆପଣଙ୍କ ଉପରେ ରହିବ । ଏହାଦ୍ୱାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ।

କୁମ୍ଭ- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଅନେକ ଶୁଭ ଖବର ମିଳିବ । ନୂଆବର୍ଷରେ ପଦନ୍ନୋତି ସହ ଦରମା ବଢିବାର ଯୋଗ ରହିଛି । ଅବିବାହିତ ବ୍ୟକ୍ତି ବିଶେଷଙ୍କ ବିବାହ ହେବ । ବୈବାହିକ ଜୀବନ ସୁଖମୟ ହେବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ପରିବାରରେ ହସଖୁସି ବୃଦ୍ଧି ପାଇବ ।

ଏହି ରଙ୍ଗର କି ରୋଷେଇ ଘର କାନ୍ଥ,ସ୍ଲାବ୍‌; ହେବ କଳହ, ଧନ ଅଭାବ, ରୋଗ, ଜାଣନ୍ତୁ କେଉଁ ରଙ୍ଗ ଦେବ ଶୁଭଫଳ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories