www.samajalive.in
Saturday, December 6, 2025
26.1 C
Bhubaneswar

ଆଉ ମାତ୍ର ୫ ଦିନ ପରେ ଶନି କରିବେ ନକ୍ଷତ୍ର ପରିବର୍ତ୍ତନ, ଏହି ରାଶି ହେବେ ଭାଗ୍ୟଶାଳୀ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଓ ରାହୁ ବଡ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି । ୩ ଅକ୍ଟୋବର ୨୦୨୪ରେ କର୍ମଫଳ ଦାତା ଶନି ଗ୍ରହ ନକ୍ଷତ୍ର ପରିବର୍ତ୍ତନ କରିବେ । ଶନି ରାହୁ ନକ୍ଷତ୍ରରେ ଚଳନ କରିବାର ପ୍ରଭାବ ସମସ୍ତ ରାଶି ଉପରେ ପଡିବ ।
ଶନିଦେବଙ୍କ ଦୟାରୁ ଖୁବ୍‌ ଧନ ସମ୍ପତ୍ତି ପ୍ରାପ୍ତି ହୋଇଥାଏ । ଶନିଙ୍କ ଶୁଭ ପ୍ରଭାବ ରାଶିରେ ରହିଲେ ଜୀବନରେ ଥିବା ଅନେକ ସମସ୍ୟା ଦୂର ହୋଇଥାଏ । ଅକ୍ଟୋବର ମାସର ଆରମ୍ଭରେ ଶନି ଏକ ବଡ ପରିବର୍ତ୍ତନ କରିବାକୁ ଯାଉଛନ୍ତି । ଜାଣନ୍ତୁ କେଉଁ ରାଶି ଲାଭବାନ୍‌ ହେବେ..

ମେଷ – ମେଷ ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଶନିଙ୍କ ଏହି ରାଶି ପରିବର୍ତ୍ତନ ଶୁଭଫଳ ପ୍ରଦାନ କରିବ । ଲାଗି ରହିଥିବା ଅନେକ ସମସ୍ୟା ଦୂର ହେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଧନ ଲାଭ ହେବ।

- Advertisement -

ସିଂହ – ସିଂହ ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଏହି ରାଶି ପରିବର୍ତ୍ତନ କର୍ମକ୍ଷେତ୍ରରେ ଶୁଭଫଳ ମିଳିବ। ଶୁଭ ସମୟ ଥିବାରୁ ଗୋଟିଏ ପରେ ଗୋଟିଏ ସଫଳତା ମିଳିବ ।

ଧନୁ – ଧନୁ ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଏହି ନକ୍ଷତ୍ର ପରିବର୍ତ୍ତନ ଧନ ସମ୍ପତ୍ତି ବୃଦ୍ଧି ହେବ। ଆର୍ଥିକ ସ୍ଥିତି ମଜଭୁତ ହେବ । ଧନ ପ୍ରାପ୍ତି ହେବାର ସୁଯୋଗ ମିଳିବ।

କନ୍ୟା – ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ପରିବାରରେ ହସଖୁସିର ବାତାବରଣ ରହିବ । ବ୍ୟବସାୟୀ ଲାଭବାନ୍‌ ହେବେ । ଜୀବନରେ ହସଖୁସି ବୃଦ୍ଧି ହେବ।

ମୀନ – ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ସକରାତ୍ମକ ଫଳ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ମାନ-ସମ୍ମାନ ବୃଦ୍ଧି ହେବ । ଘରେ ହସଖୁସିର ବାତାବରଣ ରହିବ।

ପିତୃପକ୍ଷରେ ଭୁଲ୍‌ରେ ବି ଏସବୁ କରନ୍ତୁ ନାହିଁ ଦାନ: ନଚେତ୍‌ ହୋଇଯିବେ କାଙ୍ଗାଳ..

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories