www.samajalive.in
Sunday, December 7, 2025
26.1 C
Bhubaneswar

ଅକ୍ଷୟ ତୃତୀୟାରେ ଶନି-ଗୁରୁ ଚଳନ: ଏହି ରାଶିଙ୍କୁ କରିବେ ଧନୀ, ମିଳିବ ଚାକିରି,ବଢିବ ଦରମା..

ଚଳିତ ବର୍ଷ ଅକ୍ଷୟ ତୃତୀୟା ୩୦ ଏପ୍ରିଲରେ ପାଳନ କରାଯିବ । ଏହାର ୨ ଦିନ ପୂର୍ବରୁ ଅର୍ଥାତ୍‌ ୨୮ ଏପ୍ରିଲରେ ଗୁରୁ-ଶନିର ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି । ଜ୍ୟୋତିଷ ଗଣନାନୁସାରେ ଏହି ଦିନ ଶନି ଦେବ ଉତ୍ତରାଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବେ । ଶନିଙ୍କ ଏହି ନକ୍ଷତ୍ର ପରିବର୍ତ୍ତନ କିଛି ରାଶି ବ୍ୟକ୍ତି ବିଶେଷଙ୍କୁ ଧନୀ କରିବ । ଜାଣନ୍ତୁ ଶନି-ଗୁରୁଙ୍କ ଏହି ନକ୍ଷତ୍ର କେଉଁ କେଉଁ ରାଶି ବ୍ୟକ୍ତି ବିଶେଷଙ୍କୁ ମାଲାମାଲ୍‌ କରିବ..

ମେଷ- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ନୂଆ ଚାକିରି ମିଳିବ । ବ୍ୟବସାୟରେ ଖୁବ୍‌ ଲାଭ ମିଳିବ । ଭାଗ୍ୟର ସାଥ୍‌ ମିଳିବା ସହ ଅନେକ କ୍ଷେତ୍ରରେ ସଫଳତା ମିଳିବ ।

- Advertisement -

ବୃଷ- ଆତ୍ମବିଶ୍ୱାସ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ସହ ପରିବାରରେ ହସଖୁସି ଶାନ୍ତିର ବାତାବରଣ ରହିବ । କର୍ମକ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ହେବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି ।

କନ୍ୟା- ପରିଶ୍ରମ ଅଧିକ କରିବା ଦ୍ୱାରା ଆର୍ଥିକ ଉନ୍ନତି ହେବ । କର୍ମକ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ହେବ । ପୈତୃକ ସମ୍ପତ୍ତିରୁ ଲାଭ ମିଳିବ । ଅନେକ କ୍ଷେତ୍ରରେ ସଫଳତା ମିଳିବ ।

ବିଛା- ଶକ୍ତି, ଜ୍ଞାନ ଦ୍ୱାରା ନୂଆ ମାର୍ଗଦର୍ଶନ ମିଳିବ। କୋର୍ଟ -କଚେରୀ ମାମଲାରେ ସଫଳତା ମିଳିବ। ଧନ ବୃଦ୍ଧି ହେବ।

ମୀନ- ଜୀବନରେ ଥିବା ଅନେକ ସମସ୍ୟା ଦୂର ହେବ। ଚାକିରିରେ ଦାୟିତ୍ୱ ମିଳିବ। ଚାକିରିରେ ପଦନ୍ନୋତିର ଯୋଗ ରହିଛି।

ଦେଖନ୍ତୁ ଭିଡିଓ ; ଅଧ୍ୟାପିକାଙ୍କୁ ଚପଲରେ ପିଟିଲେ ଛାତ୍ରୀ

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories