www.samajalive.in
Sunday, December 14, 2025
16.1 C
Bhubaneswar

ଆଉ ମାତ୍ର ୪୮ ଘଣ୍ଟା ; ଏହି ୪ ରାଶିଙ୍କର ଜୀବନରେ ହେବ ବଡ ପରିବର୍ତ୍ତନ..

ନ୍ୟାୟର ଦେବତା ଶନିଦେବ ନକ୍ଷତ୍ର ପରିବର୍ତ୍ତନ କରିବେ। ୩ ଅକ୍ଟୋବର ୨୦୨୪ରେ ଶନି ରାହୁଙ୍କ ନକ୍ଷତ୍ରରେ ପ୍ରବେଶ କରିବା ଦ୍ୱାରା ଏହାର ପ୍ରଭାବ ସମସ୍ତ ରାଶି ଉପରେ ପଡିବ।
ଶନିଙ୍କ ସାମାନ୍ୟ ପରିବର୍ତ୍ତନ ମଧ୍ୟ ସମସ୍ତଙ୍କ ଜୀବନରେ ପ୍ରଭାବ ପକାଇଥାଏ । କାରଣ ଶନି କର୍ମ ଅନୁଯାୟୀ ଫଳ ପ୍ରଦାନ କରି ଥାଆନ୍ତି । ୩ ଅକ୍ଟୋବର ୨୦୨୪ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବା ଦ୍ୱାରା ୪ ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ବଦଳିଯିବ । ଜାଣନ୍ତୁ କେଉଁ ରାଶି ହେବେ ଭାଗ୍ୟଶାଳୀ..

ମେଷ – ମେଷ ରାଶି ବ୍ୟକ୍ତି ବିଶେଷଙ୍କୁ ଶୁଭଫଳ ମିଳିବ । ବ୍ୟବସାୟୀ ଖୁବ୍‌ ଲାଭବାନ୍‌ ହେବେ । ଗୋଟିଏ ପରେ ଗୋଟିଏ ସଫଳତା ମିଳିବ । କର୍ମକ୍ଷେତ୍ରରେ ଯାତ୍ରା କରି ଶୁଭଫଳ ପାଇବେ । ଚାକିରିରେ ପଦନ୍ନୋତି ହେବ ।

- Advertisement -

ବୃଷ – ବୃଷ ରାଶି ବ୍ୟକ୍ତି ବିଶେଷଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ ବଡ ପରିବର୍ତ୍ତନ ହେବ । ସଫଳତା ମିଳିବ । ବ୍ୟବସାୟୀ ଲାଭବାନ୍‌ ହେବେ । ବିଦେଶ ଯାତ୍ରାର ସୁଯୋଗ ରହିଛି ।

ସିଂହ – ଏହି ରାଶି ବ୍ୟକ୍ତି ବିଶେଷଙ୍କ ଜୀବନରେ ଥିବା ସମସ୍ୟା ଦୂର ହେବ । ଚାକିରି-ବ୍ୟବସାୟରେ ସଫଳତା ମିଳିବ । ପ୍ରେମ ସମ୍ପର୍କ ମଜଭୁତ ହେବ । ବୈବାହିକ ଜୀବନ ସୁଖମୟ ହେବ ।

ଧନୁ – ଏହି ରାଶି ବ୍ୟକ୍ତି ବିଶେଷଙ୍କ ଅନେକ ସମସ୍ୟା ଦୂର ହେବ । ଏହି ସମୟରେ ପଦ ପ୍ରତିଷ୍ଠା, ଟଙ୍କା, ଯଶ ବୃଦ୍ଧି ହେବ । ପଦନ୍ନୋତି ହେବ । ଅଟକି ଥିବା କାମରେ ସଫଳତା ମିଳିବ ।

ଜାଣନ୍ତୁ ; ସ୍ୱାସ୍ଥ୍ୟ ପାଇଁ କେତେ କ୍ଷତିକାରକ ଉଚ୍ଚ ତକିଆରେ ଶୋଇବା..

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories