www.samajalive.in
Monday, December 15, 2025
14.1 C
Bhubaneswar

୨୭ ବର୍ଷ ପରେ ଗୁରୁଙ୍କ ନକ୍ଷତ୍ରରେ ଶନି ଚଳନ; ଏହି ୩ ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ..

ଗ୍ରହଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନ ପ୍ରତ୍ୟେକ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ । ନ୍ୟାୟ ଓ କର୍ମଫଳଦାତା ଶନି ଦେବଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମାନ୍ୟତା ରହିଛି । ଦୀର୍ଘ ୨୭ ବର୍ଷ ପରେ ଶନିଦେବ ଗୁରୁଙ୍କ ନକ୍ଷତ୍ରରେ ପ୍ରବେଶ କରିଛନ୍ତି । ଶନିଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନକୁ ଖୁବ୍‌ ଖାସ୍‌ ବୋଲି କୁହାଯାଏ । ଦୀର୍ଘ ୨୭ ବର୍ଷ ପରେ ଶନି ଗୁରୁଙ୍କ ନକ୍ଷତ୍ର ପୂର୍ବାଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିଛନ୍ତି । ୨୮ ଏପ୍ରିଲ ୨୦୨୫ ପର୍ଯ୍ୟନ୍ତ ଶନିଦେବ ଗୁରୁଙ୍କ ନକ୍ଷତ୍ରରେ ରହିବେ । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ, କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ..

କର୍କଟ – ଏହି ରାଶି ବ୍ୟକ୍ତି ବିଶେଷଙ୍କ ବନ୍ଦ ଭାଗ୍ୟର ତାଲା ଖୋଲିବ । ବ୍ୟବସାୟରେ ଖୁବ୍‌ ଉନ୍ନତି ହେବ । ଭଲ ଚାକିରି ମିଳିବାର ଯୋଗ ରହିଛି । ସହକର୍ମୀ କାର୍ଯ୍ୟରେ ସହଯୋଗ କରିବେ ।କର୍ମକ୍ଷେତ୍ରରେ ଖୁବ୍‌ ଉନ୍ନତି ହେବ । ଭାଗ୍ୟ ଚମକିବ । ଆର୍ଥିକ ସ୍ଥିତିରେ ଶୁଭ ପରିବର୍ତ୍ତନ ହେବ ।

- Advertisement -

ସିଂହ – ଏହି ରାଶିଙ୍କ ପାଇଁ ସମୟ ଖୁବ୍‌ ଶୁଭଙ୍କର । ନୂଆ କାର୍ଯ୍ୟର ଆରମ୍ଭ କରି ପାରନ୍ତି । ବଡ ଶୁଭ ଖବର ମିଳିବ । ଅଟକି ଥିବା ଧନ ପ୍ରାପ୍ତି ହେବ ।

ମକର- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ କର୍ମକ୍ଷେତ୍ରରେ ଶୁଭଫଳ ମିଳିବ । ପରିଶ୍ରମ କରି ସଫଳତା ପାଇବା ସହ ସହକର୍ମୀଙ୍କ ସାଥ୍‌ ମିଳିବ । ଧନ ପ୍ରାପ୍ତି ସହ ଆର୍ଥିକ ସ୍ଥିତି ବେଶ ମଜଭୁତ ହେବ । ଆୟରେ ବୃଦ୍ଧି ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ଜିଓର ଖାସ୍‌ ରିଚାର୍ଜ ପ୍ଲାନ୍‌ ; ମାଗଣାରେ ଦେଖିପାରିବେ ‘ପାତାଲ ଲୋକ ୨’, ମିଳିବ ଏସବୁ ସୁବିଧା..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories