www.samajalive.in
Sunday, December 7, 2025
26.1 C
Bhubaneswar

ଆଉ ଅଳ୍ପ ଦିନ.. ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ; ଏହି ୩ ରାଶି ହେବେ ମାଲାମାଲ୍‌, ଚାକିରି ଠାରୁ ଆରମ୍ଭ କରି ଦାମ୍ପତ୍ୟ ଜୀବନରେ ହେବ ଖୁସିର ଆଗମନ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନିଦେବଙ୍କୁ ନ୍ୟାୟର ଦେବତା ବୋଲି କୁହାଯାଏ । ଶନି ସବୁଠାରୁ ଶକ୍ତିଶାଳୀ ଗ୍ରହ ହେବା ସହ କର୍ମ ଅନୁଯାୟୀ ଫଳ ପ୍ରଦାନ କରି ଥାନ୍ତି। ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଓଲଟା ଚଳନ କରି ବିରାଜମାନ ଅଛନ୍ତି । ଜୁନ୍‌ ୨୦୨୭ ପର୍ଯ୍ୟନ୍ତ ଏହି ରାଶିରେ ରହିବେ । ଦଶହରା ପରେ ଶନିଦେବ ନକ୍ଷତ୍ର ପରିବର୍ତ୍ତନ କରିବେ । ଏହାର ପ୍ରଭାବ ସମସ୍ତ ରାଶି ଉପରେ ପଡିବ ।

ଏହି ସମୟରେ ଶନି ଗ୍ରହ ଉତ୍ତରାଭାଦ୍ରପଦ ନକ୍ଷତ୍ରରେ ଓ ୩ ଅକ୍ଟୋବରରେ ପୂର୍ବାଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବେ । ଏହି ନକ୍ଷତ୍ର ପରିବର୍ତ୍ତନ କାରଣରୁ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟରେ ବଡ ପରିବର୍ତ୍ତନ ହେବ..

- Advertisement -

କର୍କଟ- ଏହି ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭଙ୍କର । ପରିବାର ସହ ଶୁଭ ସମୟ କଟିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଜୀବନରେ ଖୁସିର ଆଗମନ ହେବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ଭାଗ୍ୟର ସାଥ୍‌ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଅଟକି ଥିବା କାମରେ ଲାଭ ମିଳିବ । ଆୟର ନୂଆ ନୂଆ ରାସ୍ତା ସାମ୍ନାକୁ ଆସିବ ।

କୁମ୍ଭ- ଆର୍ଥିକ ସମସ୍ୟା ଦୂର ହେବ । ବ୍ୟବସାୟରେ ବଡ ଲାଭ ମିଳିବ । ବିଦେଶ ଯାତ୍ରାର ଯୋଗ ରହିଛି । ନିବେଶରୁ ଲାଭବାନ୍‌ ହେବେ ।

ମୀନ- ଭାଗ୍ୟର ସାଥ୍‌ ମିଳିବ । ଅଟକି ଥିବା କାମ ପୂରଣ ହେବ । ବ୍ୟବସାୟରୁ ମଧ୍ୟ ଲାଭ ମିଳିବ । ବୈବାହିକ ଜୀବନ ସୁଖମୟ ହେବ । ମାନ-ସମ୍ମାନ ବୃଦ୍ଧି ହେବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି ।

ଜିଏସଟି ପ୍ରଭାବ ; ୧୮ ହଜାର ପର୍ଯ୍ୟନ୍ତ ଶସ୍ତା ହେଲା ଏହି ୨ ଚକିଆ ସ୍କୁଟର-ବାଇକ୍‌

 

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories