ଶନି କରିବେ ସିଧା ଚଳନ; ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ହଠାତ୍‌ ହେବେ ଧନୀ, ମିଳିବ ସନ୍ତାନ ସୁଖ, କିଣିବେ ଘର,ଗାଡି..

ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟାନୁସାରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରି ଥାନ୍ତି । ଶନି ଗ୍ରହଙ୍କୁ ନ୍ୟାୟର ଦେବତା ଓ କର୍ମଫଳ ଦାତା ବୋଲି କୁହାଯାଏ । ଖୁବ୍‌ ଶୀଘ୍ର ଜୁଲାଇ ମାସ ଆରମ୍ଭ ହେବାକୁ ଯାଉଛି । ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଜୁଲାଇ ମାସ ଖୁବ୍‌ ଖାସ୍‌ ହେବାକୁ ଯାଉଛି । କାରଣ ଏହି ମାସରେ ଶନି ଚଳନ କରିବେ । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ … Continue reading ଶନି କରିବେ ସିଧା ଚଳନ; ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ହଠାତ୍‌ ହେବେ ଧନୀ, ମିଳିବ ସନ୍ତାନ ସୁଖ, କିଣିବେ ଘର,ଗାଡି..