www.samajalive.in
Friday, December 5, 2025
16.1 C
Bhubaneswar

କୋର୍ଟରେ ହାଜର ହେଲେ ଶଙ୍କର ପୃଷ୍ଟି

ବ୍ରହ୍ମପୁର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିଙ୍କୁ କୋର୍ଟରେ ହାଜର କରିଛି ପୁଲିସ। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳଙ୍କ ଆବାସିକ କକ୍ଷରେ ପୁଲିସ ଶଙ୍କରଙ୍କୁ ହାଜର କରିଥିଲା। ଶଙ୍କରଙ୍କ ସହିତ ଅନ୍ୟତମ ଅଭିଯୁକ୍ତ ତଥା ପରୀକ୍ଷା ପରିଚାଳନା ଦାୟିତ୍ବ ନେଇଥିବା ସିଲିକନ ଟେକ୍‌ କମ୍ପାନୀର ମୁଖ୍ୟ ସୁରେଶ ଚନ୍ଦ୍ର ନାୟକଙ୍କୁ ମଧ୍ୟରେ ହାଜର କରାଯାଇଛି।

ନିଯୁକ୍ତି ଦୁର୍ନୀତିରେ ମାଷ୍ଟରମାଇଣ୍ଡ କୁହାଯାଉଥିବା ଶଙ୍କରଙ୍କୁ ପୁଲିସ ଭାରତ-ନେପାଳ ସୀମାରୁ ଗିରଫ କରାଯାଇଥିଲା। ଶଙ୍କର ଗିରଫ ହେବା ପରେ ଏହି ଦୁର୍ନୀତିରେ ପ୍ରାୟ ୧ ହଜାର କୋଟି ଟଙ୍କାର ଡିଲ୍‌ ହୋଇଥିବା ତଥ୍ୟ ସାମ୍ନାକୁ ଆସିଛି। ଅଧିକ ଜେରା କରାଗଲେ ଏହି ମାମଲାରେ ଆହୁରି ଅନେକ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିବ ବୋଲି କୁହାଯାଉଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories