www.samajalive.in
Wednesday, December 10, 2025
26.1 C
Bhubaneswar

ଆଜି ଶାନ୍ତି ସ୍ୱରୂପ ଭଟନାଗର ପୁରସ୍କାର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ 

 

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଗୁରୁବାର ବିଜ୍ଞାନ ଏବଂ ପ୍ରଯୁକ୍ତି ପାଇଁ ଶାନ୍ତି ସ୍ୱରୂପ ଭଟନାଗର ପୁରସ୍କାର ସମାରୋହରେ ଯୋଗଦେବେ ।

- Advertisement -

ପ୍ରଧାନମନ୍ତ୍ରୀ ବିଜେତାମାନଙ୍କୁ ୨୦୧୬, ୨୦୧୭ ଏବଂ ୨୦୧୮  ଲାଗି ଶାନ୍ତି ସ୍ୱରୂପ ଭଟନାଗର ପୁରସ୍କାରରେ ସମ୍ମାନିତ କରିବେ । ସେ ମଧ୍ୟ ସମାବେଶକୁ ସମ୍ବୋଧନ କରିବେ ।

ବିଜ୍ଞାନ ଏବଂ ଔଦ୍ୟୋଗିକ ବିକାଶ ପରିଷଦର ପ୍ରତିଷ୍ଠାତା ନିର୍ଦ୍ଦେଶକ ଡଃ ଶାନ୍ତି ସ୍ୱରୂପ ଭଟନାଗରଙ୍କ ନାମରେ ଏହି ପୁରସ୍କାରର ନାମକରଣ କରାଯାଇଛି । ବିଜ୍ଞାନ ଓ ପ୍ରଯୁକ୍ତିର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଭାରତୀୟ ଯୋଗଦାନକୁ ସମ୍ମାନ ପ୍ରଦର୍ଶନ କରିବା ଲାଗି ପ୍ରତିବର୍ଷ ଏହି ପୁରସ୍କାର ଦିଆଯାଇଥାଏ ।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories