www.samajalive.in
Monday, December 8, 2025
27.1 C
Bhubaneswar

କାର ଭିତରେ ଭାଲୁ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ଦେଖନ୍ତୁ କିଭଳି କାର ଭିତରେ ପଶିଥିଲା ଭାଲୁ। ଯୁବତୀ ଜଣଙ୍କ ହଠାତ ଭାଲୁକୁ ଦେଖି ଚିତ୍କାର କରିବାକୁ ଲାଗିଥିଲେ। ଏହାପରେ ଭାଲୁଟିକୁ କାର ଭିତରେ ବନ୍ଦ କରିବାକୁ ପ୍ରୟାସ କରିଥିଲେ। ହେଲେ ଭାଲୁଟି ତଳକୁ ଡିଆଁ ମାରିଥିଲା। ଫଳ ଝୁଡି ଧରି ଯାଇଥିବା ଯୁବତୀ ଜଣଙ୍କ ଭୟଭୀତ ହୋଇ ସେଠାରୁ ପଳାଇଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories