ଭାରତରେ ଶେଖ୍ ହସିନା

ନୂଆଦିଲ୍ଲୀ : ଭାରତରେ ପହଞ୍ଚିଛନ୍ତି ବାଲାଂଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା । ହସିନା ହିଣ୍ଡନ ଏୟାରବେସରେ ପହଞ୍ଚିଥିବାବେଳେ ବାୟୁସେନା ଅଧିକାରୀ ତାଙ୍କୁ ସ୍ବାଗତ କରିଛନ୍ତି । ବାସଭବନକୁ ହଜାର ହଜାର ଆନ୍ଦୋଳନକାରୀ ପ୍ରବେଶ କରିବା ପରେ ସୁରକ୍ଷା ପାଇଁ ଶେଖ ହସିନା ଦେଶ ଛାଡିଛନ୍ତି । କହିରଖୁଛୁ ଅନେକ ଦିନ ଧରି ବାଂଲାଦେଶରେ ବିଦ୍ରୋହର ବହ୍ନି ଜଳୁଛି । ଶେଷରେ ପରିସ୍ଥିତି ଅଣାୟତ ହେବା ପରେ ନିଜ ପଦରୁ ଇସ୍ତଫା ଦେଇ ହସିନା ଦେଶ ଛାଡିଛନ୍ତି … Continue reading ଭାରତରେ ଶେଖ୍ ହସିନା