www.samajalive.in
Monday, December 8, 2025
13.1 C
Bhubaneswar

ସେଲଟର ହୋମ ନିର୍ଯାତନା ଘଟଣା; ଅଭିଯୁକ୍ତ ଫୟାଜଙ୍କ ଜାମିନ ଖାରଜ

କଟକ : ବେଲଟିକିରି ସେଲଟର ହୋମ ନିର୍ଯାତନା ଘଟଣାର ମୁଖ୍ୟ ଅଭିଯୁକ୍ତ ଫୟାଜ ରେହମାନ ଓରଫ ଡାଡ଼ିଙ୍କ ଜାମିନ ଆବେଦନକୁ ହାଇକୋର୍ଟ ପୁଣି ଥରେ ଖାରଜ କରି ଦେଇଛନ୍ତି । ଏହା ସହ ଉଦିତ୍ କୁମାର ଲିମାଙ୍କ ଜାମିନ ଆବେଦନକୁ ମଧ୍ୟ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ତଦନ୍ତ ପ୍ରକ୍ରିୟା ପ୍ରଭାବିତ ହେବା ଆଶଙ୍କାରେ ଉଭୟଙ୍କ ଜାମିନ୍ ଆବେଦନ ଖାରଜ ହୋଇଥିବା ଜଣାପଡିଛି ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories