www.samajalive.in
Tuesday, December 9, 2025
16.1 C
Bhubaneswar

ଏଣିକି ପିଲା ଖାଇବେ ସୁସ୍ବାଦୁ ଖାଦ୍ୟ: ମହିଳା ଗୋଷ୍ଠୀ ହାତରେ ମଧ୍ୟାହ୍ନ ଭୋଜନ ଦାୟିତ୍ଵ

ଭୁବନେଶ୍ଵର: ବିଦ୍ୟାଳୟ ଗୁଡ଼ିକରେ ମଧ୍ୟାହ୍ନ ଭୋଜନର ଦାୟିତ୍ଵ ଏଣିକି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ବୁଝିବେ। ନିମ୍ନ ମାନର ମଧ୍ୟାହ୍ନ ଭୋଜନକୁ ନେଇ ବାରମ୍ବାର ଅଭିଯୋଗ ଆସିବା ପରେ ଏଥିରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ମିଶନ ଶକ୍ତି ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ଏନେଇ ଘୋଷଣା କରାଯାଇଛି।
ସୂଚନା ଅନୁସାରେ, ପ୍ରାଥମିକ ପର୍ଯ୍ୟାୟରେ ଶହେରୁ ଅଧିକ ପିଲା ଥିବା ସ୍କୁଲର ଖାଦ୍ୟ ଦାୟିତ୍ୱ ଏସଏଚଜି ଗ୍ରୁପ ନେବେ। ଡିଇଓଙ୍କ ଜରିଆରେ ଏସଏଚଜି ଗ୍ରୁପ ମଧ୍ୟାହ୍ନ ଭୋଜନ ବାବଦ ଖର୍ଚ୍ଚ ପାଇବେ। ମଧ୍ୟାହ୍ନ ଭୋଜନ ବିତରଣ ବେଳେ ଏସଏଚଜି ସଦସ୍ୟ ଓ ପ୍ରଧାନଶିକ୍ଷକ ଉପସ୍ଥିତ ରହିବେ। ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟାହ୍ନ ଭୋଜନ ଦାୟିତ୍ୱ ସେଣ୍ଟ୍ରାଲ କିଚେନ ଓ ସ୍କୁଲ ଶିକ୍ଷକ ବୁଝୁଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories