www.samajalive.in
Sunday, December 14, 2025
26.1 C
Bhubaneswar

ଶିବୁ ସୋରେନ ଡାକ୍ତରଖାନାରେ ଭର୍ତ୍ତି

ରାଞ୍ଚି, : ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ୍ ମୁଖ୍ୟ ଶିବୁ ସୋରେନ ଗୁରୁବାର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଶ୍ବାସକ୍ରିୟା କଷ୍ଟ ଅନୁଭବ କରିବାରୁ ତାଙ୍କୁ ରାଞ୍ଚିସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବା ଅନୁଯାୟୀ ସୋରେନ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବା ସହିତ ତାଙ୍କ ଫୁସଫୁସ୍ ଓ ଯକୃତରେ ସଂକ୍ରମଣ ହୋଇଛି। ସ୍ବାସ୍ଥ୍ୟ ପରୀକ୍ଷା ପରେ ତାଙ୍କର ଆବଶ୍ୟକ ଚିକିତ୍ସା କରାଯିବ। ଶିବୁ ସୋରେନଙ୍କ ପୁଅ ହେମନ୍ତ ସୋରେନ ଏବେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଅଛନ୍ତି। ତାଙ୍କ ଉଦ୍ୟମ କ୍ରମେ ସ୍ବତନ୍ତ୍ର ଝାଡଖଣ୍ଡ ରାଜ୍ୟ ଗଠନ ହୋଇଥିଲା।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories