www.samajalive.in
Tuesday, December 9, 2025
16.1 C
Bhubaneswar

ବାଦାମବାଡି ବସ୍‍ଷ୍ଟାଣ୍ଡ ସ୍ତାନାନ୍ତର ପ୍ରକ୍ରିୟା ଆରମ୍ଭ

କଟକ : କଟକର ବାଦାମବାଡି ବସ୍‍ଷ୍ଟାଣ୍ଡ ଖାନନଗରକୁ ଉଠିବା ନେଇ ଘୋଷଣା ହେବା ପରେ ଶନିବାରଠାରୁ ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ନୂଆ ବସ୍‍ଷ୍ଟାଣ୍ଡ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ତତ୍ପରତା ପ୍ରକାଶ ପାଇଛି। ଆଜି ସକାଳେ ଜିଲ୍ଲାପାଳ ଭବାନୀଶଙ୍କର ଚଇନୀ, ସିଏମସି କମିଶନର ଅନନ୍ୟା ଦାସ ଓ ଅନ୍ୟ ପ୍ରଶାସନିକ ଅଧିକାରୀମାନେ ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ସେମାନେ ଏହି ସମୟରେ ଖାନଗର ରିଙ୍ଗରୋଡ ଆଖପାଖ ବସ୍ତି ଓ ବିଶ୍ୱନାଥ ପାଠାଗାର ଆଦି ବୁଲି ଦେଖିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories