www.samajalive.in
Sunday, December 7, 2025
23.1 C
Bhubaneswar

ଲଗାଣ ବର୍ଷା ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ

କରଞ୍ଜିଆ: ରାଜ୍ୟର କିଛି ସ୍ଥାନରେ ଘନ କୁୁହୁଡି ସାଙ୍ଗକୁ ଲଗାଣ ବର୍ଷା ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପକାଇଛି। ଆଗାମୀ ୩ ଦିନ ଯାଏଁ କିଛି ଜିଲ୍ଲାରେ ଘନ କୁହୁଡି ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ଏହାରି ମଧ୍ୟରେ ଶନିବାରଠାରୁ ଶିମିଳିପାଳରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଲାଗି ରହିଲେ ମାଟି ରାସ୍ତାରେ ଗାଡି ଯିବାରେ ସମସ୍ୟା ଉପୁଜେ । ତେଣୁ ଏହାକୁ ଦୃଷ୍ଟିରେ ରଖି ରବିବାର ପର୍ଯ୍ୟଟକଙ୍କ ପାଇଁ ଗୋଟିଏ ଦିନ ଶିମିଳିପାଳ ଅଭୟାରଣ୍ୟକୁ ବନ୍ଦ କରାଯାଇଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories