www.samajalive.in
Saturday, December 13, 2025
23.1 C
Bhubaneswar

ସିଞ୍ଜୋ ଆବେଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର :  ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟା କରାଯିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି ଯେ ସିଞ୍ଜୋ ଆବେ ଭାରତର ପରମ ମିତ୍ର ଥିଲେ। ଭାରତ -ଜାପାନ ସମ୍ପର୍କକୁ ସୁଦୃଢ କରିବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ । ଏଭଳି ଦୁଃଖଦ ସମୟରେ ମୁଖମନ୍ତ୍ରୀ ଶୋକସନ୍ତପ୍ତ ପରିବାର ଏବଂ ଜାପାନବାସୀଙ୍କୁ ସମବେଦନା ଜଣାଇଛନ୍ତି।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଢାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories