www.samajalive.in
Saturday, December 6, 2025
14.1 C
Bhubaneswar

ପାକିସ୍ତାନରେ ଆତତାୟୀର ଗୁଳିମାଡ: ୯ ମୃତ

ତେହରାନ୍ : ଦକ୍ଷିଣ ପୂର୍ବ ଇରାନ୍ ସୀମାରେ ଆତତାୟୀର ଗୁଳିମାଡ ।  ଆତତାୟୀର ଆଖିବୁଜା ଗୁଳିମାଡରେ ୯ଜଣ ପାକିସ୍ତାନୀ ନାଗରିକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଶନିବାର ଜଣେ ଅଜ୍ଞାତ ବନ୍ଧୁକଧାରୀ ସାଧାରଣ ଲୋକଙ୍କ ଉପରକୁ ଆଖିବୁଜା ଗୁଳିମାଡ କରିଥିଲା। ଏଥିରେ ୯ ଜଣ ପାକିସ୍ତାନୀ ନାଗରିକଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି। କିଛି ଦିନ ପୂର୍ବରୁ ଇରାନ୍ ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ୍ କରିଥିଲା। ଏହାର ଜବାବ ମିଳିବ ବୋଲି ପାକିସ୍ତାନ ସରକାର ଚେତାବନୀ ଦେଇଥିଲେ । ସେବେଠାରୁ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଜାରି ରହିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories