www.samajalive.in
Monday, December 8, 2025
13.1 C
Bhubaneswar

ଆମେରିକାର ଭର୍ଜିନିଆରେ ଗୁଳିକାଣ୍ଡ : ୧୨ ମୃତ,୬ ଆହତ

ଭର୍ଜିନିଆ : ଆମେରିକାର ଭର୍ଜିନିଆରେ ଏକ ସରକାରୀ ଅଟ୍ଟାଳିକାରେ ଗୁଳିକାଣ୍ଡରେ ରେ ଜଣେ ବନ୍ଧୁକଧାରୀ ସମେତ ୧୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୬ ଜଣ ଆହତ ହୋଇଛନ୍ତି।

ଶୁକ୍ରବାର ରାତିରେ ଭର୍ଜିନିଆ ସମୁଦ୍ର ଉପକୂଳ ପୌରକେନ୍ଦ୍ରରେ ଏହି ଗୁଳିଚାଳନା ଘଟଣା ଘଟିଥିଲା। ପୌରକେନ୍ଦ୍ରରେ ବହୁ ଦିନରୁ ଚାକିରି କରୁଥିବା ଜଣେ କର୍ମଚାରୀ ଆଖିବୁଜା ଗୁଳି ଚଳାଇଥିଲେ। ବନ୍ଧୁକଧାରୀଙ୍କ ପରିଚୟ ପ୍ରକାଶ କରାଯାଇ ନ ଥିଲେ ମଧ୍ୟ ତାକୁ ପରେ ହତ୍ୟା କରାଯାଇଥିବାର ଖବର ମିଳିଛି। ଆହତମାନଙ୍କ ମଧ୍ୟରେ ଜଣେ ପୁଲିସ୍‍ ଅଧିକାରୀ ଅଛନ୍ତି।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories