www.samajalive.in
Monday, December 8, 2025
24.1 C
Bhubaneswar

ଜିନିଷ କିଣିବା ସମୟରେ ଏହି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ସାଧାରଣତଃ ସମସ୍ତଙ୍କୁ ନୂଆ ନୂଆ ଜିନିଷ କିଣିବାକୁ ଭଲ ଲାଗେ। ବିଶେଷ କରି ଝିଅମାନଙ୍କୁ ନିଜ ମନପସନ୍ଦର ପୋଷାକ, ଘର ସାଜସଜ୍ଜା ଦ୍ରବ୍ୟ କିଣି ଥାଆନ୍ତି। କିନ୍ତୁ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ନିର୍ଦ୍ଦିଷ୍ଟ ବାରରେ କିଣାକିଣି କରିବା ଦ୍ବାରା ଶୁଭ ଫଳ ମିଳିଥାଏ। ଆସନ୍ତୁ ଜାଣିବା ବାର ଅନୁଯାୟୀ କ’ଣ କିଣିବା ଉଚିତ ..

ରବିବାର : ଏହି ବାରଟି ସମ୍ପୂର୍ଣ୍ଣ ରୂପେ ସୂର୍ୟ୍ୟଦେବତାଙ୍କୁ ସମର୍ପିତ ଅଟେ। ତେଣୁ ଏହି ଦିନ ଲାଲ ରଙ୍ଗ କିମ୍ବା ହଳଦିଆ ରଙ୍ଗର ପୋଷାକ କିଣିବା ଉଚିତ।

- Advertisement -

ସୋମବାର : ଏହି ବାରଟି ପ୍ରଭୁ ଶିବଙ୍କ ବାର ଅଟେ। ତେଣୁ ଘରର ସାଜସଜ୍ଜା ନିମନ୍ତେ ଦ୍ରବ୍ୟ କିଣିବା ଉଚିତ।

ମଙ୍ଗଳବାର : ମଙ୍ଗଳବାରରେ ଚମଡାର କୌଣସି ଜୋତା କିଣିବା ଉଚିତ ନୁହେଁ। ତେଣୁ ଯେକୌଣସି ପୋଷାକ କିଣି ପାରିବେ।
ବୁଧବାର : ଏହି ଦିନ ରୋଷେଇ ଘର ନିମନ୍ତେ କିଛି ସାମଗ୍ରୀ କିଣିପାରିବେ।

ଗୁରୁବାର : ଗୁରୁବାର ଦିନ ଯେକୌଣସି ବୈଦ୍ୟୁତିକ ଜିନିଷ କିଣିପାରିବେ।

ଶୁକ୍ରବାର : ଶୁକ୍ରବାର ଦିନ ନିଜ ପାଇଁ ପ୍ରସାଧନ ସାମଗ୍ରୀ କିଣିବା ଉତ୍ତମ ଅଟେ।

ଶନିବାର : ଶନିବାର ଦିନ ଚମଡା ଜୋତା କିଣିବା ଅନୁଚିତ। ଏହି ଦିନ କଳା ରଙ୍ଗର ପୋଷାକ କିଣି ପାରିବେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories