www.samajalive.in
Friday, December 5, 2025
20.1 C
Bhubaneswar

ସ୍ଵଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଭିଏଲ-ଏସଆରଏସଏଏମର ପରୀକ୍ଷା ସଫଳ

ସମାଜ ଡିଜିଟାଲ ଡେସ୍କ: ସ୍ଵଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଭିଏଲ-ଏସଆରଏସଏଏମ(ଭର୍ଟିକାଲ ଲଞ୍ଚ ଶର୍ଟ ରେଞ୍ଜ ସର୍ଫେସ ଟୁ ଏୟାର ମିସାଇଲ)ର ଶୁକ୍ରବାର କ୍ରମାଗତ ୨ୟ ପରୀକ୍ଷା ସଫଳ ହୋଇଛି। ପ୍ରତିରକ୍ଷା ଗବେଷଣା ଉନ୍ନୟନ ପ୍ରତିଷ୍ଠାନ (ଡିଆରଡିଓ) ଏବଂ ଭାରତୀୟ ନୌସେନା ପକ୍ଷରୁ ଚାନ୍ଦିପୁରସ୍ଥିତ ଆଇଟିଆରରେ ଏହି କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି। ଭର୍ଟିକାଲ ଲଞ୍ଚର୍‌ରୁ ଏହାକୁ ଉତ୍‌କ୍ଷେପଣ କରାଯାଇଥିଲା, ଯାହା ଆକାଶରେ ଦ୍ରୁତଗତିରେ ଯାଉଥିବା ଟାର୍ଗେଟକୁ ଠିକ୍ ଭାବେ ପିଛା କରି ଲକ୍ଷ୍ୟଭେଦ କରିଥିଲା।

କ୍ଷେପଣାସ୍ତ୍ର ପରୀକ୍ଷା ସଫଳ ହେବା ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଡିଆରଡିଓ, ଭାରତୀୟ ନୌସେନା ଏବଂ ପୂରା ଟିମକୁ ପ୍ରଶଂସା କରିଛନ୍ତି। ଆଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ର ଭାରତୀୟ ସେନାକୁ ଅଧିକ ଶକ୍ତିଶାଳୀ କରିବ ବୋଲି ସିଂହ କହିଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories