www.samajalive.in
Wednesday, December 10, 2025
16.1 C
Bhubaneswar

ରାଉରକେଲାରେ ଫୁଟିଲା ଗୁଳି, ଦୁର୍ବୁତ୍ତଙ୍କ ଗୁଳିମାଡ଼ରେ ଯୁବକ ଗୁରୁତର

ରାଉରକେଲା: ରାଉରକେଲା ସହରରେ ଦୁର୍ବୁତ୍ତଙ୍କ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଥିବା ସୂଚନା ମିଳିଛି। ସେକ୍ଟର ୪ ପୋଷ୍ଟ ଅଫିସ ନିକଟରେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ଯୁବକଙ୍କ ବେକରେ ଗୁଳି ବାଜିଥିବାରେ ତାଙ୍କୁ ଗୁରୁତର ଅବସ୍ଥାରେ ଆଇଜିଏଚ ହସ୍‌‌ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଯୁବକଙ୍କୁ କିଏ ଓ କାହିଁକି ଗୁଳିମାଡ଼ କରିଛି ତାହାର କାରଣ ଜଣାପଡ଼ିନଥିବାବେଳେ ପୁଲିସ ତଦନ୍ତ ଜାରି ରଖିଥିବା ସୂଚନା ଦେଇଛି।

Hot this week

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

Related Articles

Popular Categories