www.samajalive.in
Saturday, December 6, 2025
26.1 C
Bhubaneswar

ଆସନ୍ତାକାଲି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିରରେ ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories