www.samajalive.in
Monday, December 8, 2025
27.1 C
Bhubaneswar

ଆଜିଠାରୁ ୩ ଦିନ ଧରି ସର୍ବସାଧାରଣଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ ଶ୍ରୀମନ୍ଦିର ଶନିବାରଠାରୁ ୩ ଦିନ ଧରି ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ । ଆଜି ଓ ଆସନ୍ତାକାଲି ସଟ୍‍ଡାଉନ୍‍ ପାଇଁ ପୁରୀ ସହର ବନ୍ଦ ରହୁଥିବାରୁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିଛି । ସେହିପରି ଆସନ୍ତା ସୋମବାର ଜନ୍ମାଷ୍ଟମୀ ଉପଲକ୍ଷେ ଭକ୍ତଙ୍କ ଭିଡ଼ ତଥା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମଧ୍ୟ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରଖାଯାଇଛି ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ ଅଗଷ୍ଟ ୩୧ତାରିଖରୁ ଭକ୍ତମାନେ କୋଭିଡ କଟକଣା ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories