www.samajalive.in
Friday, December 5, 2025
23.1 C
Bhubaneswar

ସୋମବାର ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ଆସନ୍ତାକାଲି ୪ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ। ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ଅବସରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ନୀତି ସମ୍ପନ୍ନ ହେବାପରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories