www.samajalive.in
Saturday, December 6, 2025
19.1 C
Bhubaneswar

ଶୁକ୍ର କଲେ ରାଶି ପରିବର୍ତ୍ତନ; ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..

ପ୍ରତ୍ୟେକ ଗ୍ରହ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରି ଥାଆନ୍ତି । ରାଶି ପରିବର୍ତ୍ତନ କରିବା ଦ୍ୱାରା ସମସ୍ତ ରାଶି ଉପରେ ଏହାର ପ୍ରଭାବ ପଡିଥାଏ । ସୁଖ-ସମୃଦ୍ଧି ପ୍ରଦାନ କରୁଥିବା ଗ୍ରହ ଶୁକ୍ର ରାଶି ପରିବର୍ତ୍ତନ କରିଛନ୍ତି । ଜାଣନ୍ତୁ ଏହାର ପ୍ରଭାବରେ କେଉଁ ରାଶି ହେବେ ଭାଗ୍ୟଶାଳୀ..

ଜ୍ୟୋତିଷ ଗଣନା ଅନୁସାରେ ୧୩ ଅକ୍ଟୋବର ସକାଳ ୬ଟା ୮ ମିନିଟରେ ଶୁକ୍ର ତୁଳା ରାଶିରୁ ବିଛା ରାଶିରେ ପ୍ରବେଶ କରିଛନ୍ତି । ଶୁକ୍ରଙ୍କ ଏହି ରାଶି ପରିବର୍ତ୍ତନ ଫଳରେ ୪ ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭଙ୍କର । ଏମାନଙ୍କୁ ସଫଳତା ସହ ଅନେକ ଶୁଭଫଳ ପ୍ରାପ୍ତି ହେବ..

- Advertisement -

କର୍କଟ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ । ସମୟ ବେଶ ଅନୁକୂଳ ରହିଛି । ବିବାହ ସ୍ଥିର ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଜୀବନସାଥୀଙ୍କ ସହ ଉତ୍ତମ ସମୟ ଅତିବାହିତ କରିବେ ।

ସିଂହ – ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାହନ ସୁଖ ମିଳିବ । ଅଟକି ଥିବା ସରକାରୀ କାମରେ ସଫଳତା ମିଳିବ ।

୩୫ ବର୍ଷ ବୟସ ପରେ.. ଧନ ଠାରୁ ଆରମ୍ଭ କରି ସଫଳତା ପାଆନ୍ତି ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି, ସବୁ ସ୍ୱପ୍ନ ହୁଏ ପୂରଣ..

ବିଛା – ଏହି ରାଶି ବ୍ୟକ୍ତି ବିଶେଷଙ୍କ ଜୀବନରେ ସୁଖସମୃଦ୍ଧି ବୃଦ୍ଧି ପାଇବ । ଧନ ସହ ଜଡିତ ସମସ୍ୟା ଦୂର ହେବ । ବ୍ୟବସାୟୀ ଲାଭବାନ୍‌ ହେବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ନୂଆ କାମ ଆରମ୍ଭ କରିବେ । ପରିଶ୍ରମ କରି ସଫଳତା ପାଇବେ ।

କୁମ୍ଭ- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଶୁଭଫଳ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ଉନ୍ନତି ହେବ । ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କର ପଦନ୍ନୋତି ହେବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories