www.samajalive.in
Saturday, December 6, 2025
16.1 C
Bhubaneswar

ଆଜିଠୁ ୭୨ ଘଣ୍ଟା ପର୍ଯ୍ୟନ୍ତ ସଟଡାଉନ ହେଲା ବିନିକା

ବିନିକା: ଗତ କିଛି ଦିନ ହେଲା ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇଛି। ଏଥିପାଇଁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ  ବିନିକା ସହରକୁ ଆଜି ସକାଳ ୬ଟାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ଶଟଡାଉନ୍ ଘୋଷଣା କରାଯାଇଛି। ଶଟଡାଉନ୍ ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିଷ୍ପତି ନିଆଯାଇଛି।

ସୂଚନା ଅନୁଯାୟୀ, ସୁବର୍ଣ୍ଣପୁର ଜିଲାରେ କରୋନା ପଜିଟିଉଙ୍କ ସଂଖ୍ୟା ୧୪୮୯ରେ ପହଞ୍ଚି ସାରିଥିବା ବେଳେ ଆକ୍ଟିଭ କେସ ୭୬୦ ରହିଛି। ୭୨୬ କରୋନା ସଂକ୍ରମିତ ସୁସ୍ଥ ହୋଇ ଫେରିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories