୭ ବର୍ଷ ପରେ ଜଣେ ଏସଆଇ ହୋଇପାରିବେ ଇନ୍ସପେକ୍ଟର, ପୂର୍ବରୁ ଥିଲା ୧୦ ବର୍ଷ
ଭୁବନେଶ୍ବର : ଏଣିକି ୭ ବର୍ଷ ଏସଆଇ ରହିବା ପରେ ଜଣେ ଇନ୍ସପେକ୍ଟର ହୋଇପାରିବେ । ପୂର୍ବରୁ ଏହା ୧୦ ବର୍ଷ ଥିଲା । ପଦୋନ୍ନତିକୁ ୧୦ ବର୍ଷରୁ ଖସାଇ ୭ ବର୍ଷ କରିଛନ୍ତି ରାଜ୍ୟ ସରକାର । ଅର୍ଥାତ୍ ଏଣିକି ୭ ବର୍ଷ ପରେ ଜଣେ ଏସଆଇ ଇନ୍ସପେକ୍ଟର ହୋଇପାରିବେ । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
Comments are closed.