www.samajalive.in
Monday, December 15, 2025
24.1 C
Bhubaneswar

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା- କଳା ତାଲିକାଭୂକ୍ତ ହେଲା ସିଲିକନ୍‌ ସଂସ୍ଥା

ଭୁବନେଶ୍ୱର – ରାଜ୍ୟ ପୁଲିସ ଏସଆଇ ନିଯୁକ୍ତି ରେ ଜାଲିଆତି ସାମ୍ନାକୁ ଆସିବା ପରେ ରାଜ୍ୟରେ ଆଲୋଡନ ସୃଷ୍ଟିହୋଇଥିଲା। ପ୍ରଥମେ ସରକାରଙ୍କ ପକ୍ଷରୁ ଏସଆଇ ଜାତିଆତିର ତଦନ୍ତ ର ଭାର କ୍ରାଇମବ୍ରାଞ୍ଚ ଦିଆଯାଇଥିଲା। ପରେ ଏହାର ତଦନ୍ତର ଭାର ସିବିଆଇ ନେଇଥିଲା । ସିବିଆଇ ତଦନ୍ତର ଭାର ହାତକୁ ନେବା ପରେ ଗୋଟିଏ ପରେ ଗୋଟିଏ ଅନିୟମିତତାର ସାମ୍ନା ବାହାରକୁ ଆସୁଛି।

ସିଲିକନ ସଂସ୍ଥାର ମୁଖ୍ୟ ସୁରେଶ ନାୟକ ଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ଏସଆଇ ଜାଲିଆତିରେ ସିଲିକନ ସଂସ୍ଥାର ଭୂମିକା ଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସିଲିକନ ସଂସ୍ଥା ସହ ସମସ୍ତ ଚୁକ୍ତିକୁ ବାତିଲ କରିଛନ୍ତି । ଅନିୟମିତତା ଆସିବା ପରେ କଳା ତାଲିକାଭୁକ୍ତ କରିଛି ଆଇଟି ବିଭାଗ। ପଞ୍ଚସଫ୍ଟ ଓ ସିଲିକନ୍ ଟେକ୍ ଏସଆଇ ଜାଲିଆତିରେ ସାମ୍ନାକୁ ଆସିଥିଲେ। ଓପିଆରବି ପକ୍ଷରୁ ଏସଆଇ ପରୀକ୍ଷା ପାଇଁ ଆଇଟିଆଇ ଲିମିଟେଡ୍‌ କୁ ଦାୟିତ୍ଵ ଦେଇଥିଲା । ପରେ ଆଇଟିଆଇ ସିଲିକନ ସଂସ୍ଥାକୁ ଦାୟିତ୍ଵ ଦେଇଥିଲା। ସିଲିକନ ସଂସ୍ଥା ପୁଣି ପଞ୍ଚସଫ୍ଟକୁ ସବ କଣ୍ଟ୍ରାକ୍ଟ ଦେଇଥିଲା।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories