www.samajalive.in
Friday, December 5, 2025
27.1 C
Bhubaneswar

ପୁଲିସ ଏସ୍‍ଆଇ ଚାକିରି କେଳେଙ୍କାରୀ: ଆଉ ଦୁଇ ଜଣ ଗିରଫ

ସମାଜ ଡିଜିଟାଲ ଡେସ୍କ: ପୁଲିସ ଏସ୍‍ଆଇ ଚାକିରି କେଳେଙ୍କାରୀ ମାମଲାରେ ଆଉ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ । ପୂର୍ବରୁ ୧୧୪ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏହି ମହାଦୁର୍ନୀତିର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍‍ ଡିଜିଟାଲ ତଥ୍ୟ ଯୋଗାଡରେ ଲାଗିପଡିଛି । ପଞ୍ଚସଫ୍ଟ କମ୍ପାନୀ ମାଲିକ ଶଙ୍କର ପୃଷ୍ଟି ମାଷ୍ଟର ମାଇଣ୍ଡ ଥିବା ସନ୍ଦେହ କରାଯାଉଛି ।

ଏହି କେଳେଙ୍କାରୀର ପର୍ଦ୍ଦାଫାସ କରିବାକୁ ତଦନ୍ତ ଜୋରଦାର ଆରମ୍ଭ ହୋଇଛି । ଏଥିପାଇଁ କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଛି । ଗଞ୍ଜାମ ଜିଲାର ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ଏସଆଇ ପରୀକ୍ଷା କେଳେଙ୍କାରୀର ସମସ୍ତ ମାମଲାର ତଦନ୍ତ କରିବେ ରତ୍ନପ୍ରଭା ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories