www.samajalive.in
Tuesday, December 9, 2025
16.1 C
Bhubaneswar

ଦିଗପହଣ୍ଡିରେ ଜିତିଲେ ସିଦ୍ଧାନ୍ତ

ଭୁବନେଶ୍ବର : ଦିଗପହଣ୍ଡିରେ ଜିତିଲେ ଅଭିନେତା ସିଦ୍ଧାନ୍ତ ମହାପାତ୍ର । ବିଜେଡି ପ୍ରାର୍ଥୀ ବିପ୍ଲବ ପାତ୍ରଙ୍କୁ ୧୫ ହଜାରରୁ ଅଧିକ ଭୋଟରେ ହରାଇ ଜିତିଛନ୍ତି ବିଜେପି ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର । କହିରଖୁଛୁ ବିପ୍ଲବ ହେଉଛନ୍ତି ବିଜେଡିର ପୁରୁଖା ନେତା ସ୍ୱର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପୁଅ । ବିଜେଡି ତାଙ୍କୁ ଟିକେଟ୍ ଦେଇଥିବାବେଳେ ସାମ୍ନାରେ ଥିଲେ ଶଙ୍ଖ ଛାଡି ପଦ୍ମ ଧରିଥିବା ଓଲିଉଡ ଅଭିନେତା ସିଦ୍ଧାନ୍ତ ମହାପାତ୍ର । ତେବେ ନେତା-ଅଭିନେତା ଲଢେଇରେ ଜନତା ଅଭିନେତାଙ୍କୁ ସମର୍ଥନ ଦେଇଛନ୍ତି ଏବଂ ସିଦ୍ଧାନ୍ତଙ୍କୁ ଜିତାଇଛନ୍ତି ।

https://samajalive.in/naveen-patnaik-lost-from-kantbanji-laxman-bag-won/566840.html

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories