www.samajalive.in
Saturday, December 13, 2025
21.1 C
Bhubaneswar

ବିମାନ ଆକ୍ରମଣ ନେଇ କେନ୍ଦ୍ରକୁ ସିଦ୍ଧୁଙ୍କ ଟାର୍ଗେଟ୍ : ଆତଙ୍କବାଦୀ ନିପାତ କରୁଥିଲ ନା ଗଛ ଓପାଡ଼ୁଥିଲ ?

ନୂଆଦିଲ୍ଲୀ : ବାୟୁସେନା ଜରିଆରେ ଆକ୍ରମଣ କରାଇ ଆତଙ୍କବାଦୀଙ୍କୁ ନିପାତ କରୁଥିଲ ନା ଗଛ ଓପାଡ଼ୁଥିଲ ? ନିର୍ବାଚନୀ ଫାଇଦା ପାଇଁ କ’ଣ ବିମାନ ଆକ୍ରମଣ କରାଯାଇଥିଲା କି? କେନ୍ଦ୍ର ସରକାରଙ୍କୁ ଏଭଳି କିଛି ପ୍ରଶ୍ନ କରିଛନ୍ତି ପୂର୍ବତନ କ୍ରିକେଟର ତଥା ପଞ୍ଜାବ କ୍ୟାବିନେଟ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁ।

ପାକିସ୍ତାନ ଉପରେ ଭାରତୀୟ ବାୟୁସେନାର ଆକ୍ରମଣ ପରେ ଦିନକୁ ଦିନ ବିବାଦୀୟ ମନ୍ତବ୍ୟ ସାମ୍ନାକୁ ଆସୁଥିବା ବେଳେ ଏବେ ସିଦ୍ଧୁ ଏପରି ବୟାନ ଦେଇ ବିବାଦ ଘେରକୁ ଆସିଛନ୍ତି। ସେ ପୁନଶ୍ଚ କହିଛନ୍ତି, ସେନାଙ୍କୁ ନେଇ ରାଜନୀତି କରନ୍ତୁ ନାହିଁ। ଦେଶ ଭଳି ସେନା ମଧ୍ୟ ପବିତ୍ର।

- Advertisement -

ଉଲ୍ଲେଖଯୋଗ୍ୟ, ପୂର୍ବରୁ ମଧ୍ୟ ପୁଲଓ୍ବାମା ଆତଙ୍କୀ ଆକ୍ରମଣକୁ ନେଇ ସିଦ୍ଧୁ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚନାର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ସୋନି ଟିଭିରେ ପ୍ରସାରିତ ହେଉଥିବା ‘ଦି କପିଲ ଶର୍ମା ଶୋ’ରୁ ମଧ୍ୟ ବାହାର କରି ଦିଆଯାଇଥିଲା।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories