ଅମୃତସର: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହଙ୍କ ସହିତ ବିବାଦ ପାଇଁ ଅନେକ ଦିନ ଧରି ଚର୍ଚ୍ଚାରେ ରହି ଆସିଥିବା କଂଗ୍ରେସର ବରିଷ୍ଠ ନେତା ନଭଜୋତ ସିଂହ ସିଦ୍ଧୁ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ରକୁ ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ଏ ନେଇ ସିଦ୍ଧୁ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ଗତ ଜୁନ ୧୦ ତାରିଖରୁ ସେ ଇସ୍ତଫା ଦେଇଥିବା ଟ୍ବିଟ୍ରେ ଦର୍ଶାଇଛନ୍ତି।
Popular Categories



