www.samajalive.in
Saturday, December 6, 2025
16.1 C
Bhubaneswar

ସିକ୍କିମ ଦୁର୍ଘଟଣାରେ ଓଡ଼ିଶାର ବିଜେପି ନେତ୍ରୀ ନିଖୋଜ

ସମାଜ ଡିଜିଟାଲ ଡେସ୍କ: ସିକ୍କିମର ତିସ୍ତା ନଦୀରେ ପର୍ଯ୍ୟଟକ ବସ୍‍ ଖସି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ନିଖୋଜ ଅଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ବିଜେପି ନେତ୍ରୀ ନିଖୋଜ ଥିବା ଜଣାପଡିଛି । ଯାଜପୁର ରୋଡ ଅଞ୍ଚଳର ବିଜେପି ନେତ୍ରୀ ଇତିଶ୍ରୀ ଜେନା ପରିବାର ସହ ସିକ୍କିମ ବୁଲିବାକୁ ଯାଇଥିବା ବେଳେ ଦୁର୍ଘଟଣାର ଶୀକାର ହୋଇ ନିଖୋଜ ଅଛନ୍ତି । ଦୁର୍ଘଟଣାର ଶିକାର ହୋଇଥିବା ଓଡ଼ିଶାର ଯାତ୍ରୀଙ୍କୁ ଉଦ୍ଧାର ପାଇଁ ଏକ ସ୍ୱତନ୍ତ୍ର ଟିମ୍‍ ଯିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories