www.samajalive.in
Friday, December 5, 2025
23.1 C
Bhubaneswar

ଆଜି ଶିମିଳିପାଳର ପିଠାବଟା , କାଳିକାପ୍ରସାଦ ଫାଟକ ବନ୍ଦ

ବାରିପଦା : ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ ପାଇଁ ଥିବା କାଳିକାପ୍ରସାଦ ଏବଂ ପିଠାବଟା ଫାଟକ ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏ ନେଇ ଶିମିଳିପାଳ ବନ୍ୟପ୍ରାଣୀ ଉତ୍ତର ବନଖଣ୍ଡର ଉପନିର୍ଦେଶକ ସାଇକିରଣ ଡିଏନ୍ ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବର୍ଷାକୁ ଆଖି ଆଗରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ଅଭୟାରଣ୍ୟକୁ ବନ୍ଦ କରାଯାଇଥିବା ଜଣାପଡିଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories