www.samajalive.in
Wednesday, December 10, 2025
23.1 C
Bhubaneswar

ଶିମିଳିପାଳ ଶିକାରୀଙ୍କୁ ଚେତାବନୀ, ଜୁଲାଇ ୩୦ ସୁଦ୍ଧା ଆତ୍ମସମର୍ପଣ ନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ମୟୁରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ଶିମିଳିପାଳ ଅଭୟାରଣ୍ୟରେ ବନ୍ୟଜନ୍ତୁ ଶିକାରୀଙ୍କୁ କଡ଼ା ଚେତାବନୀ ଦିଆଯାଇଛି। ମୟୁରଭଞ୍ଜ ଏସପି ବି.ଗଙ୍ଗାଧର ଶିମିଳିପାଳ ଶିକାରୀଙ୍କୁ ଚେତାବନୀ ଜୁଲାଇ ୩୦ ସୁଦ୍ଧା ଆତ୍ମ ସମର୍ପଣ କରିବାକୁ ଆହ୍ବାନ ଦେଇଛନ୍ତି। ଶିମିଳିପାଳରେ ବନ୍ୟଜନ୍ତୁ ଶିକାରୀ ଯଦି ଜୁଲାଇ ୩୦ ସୁଦ୍ଧା ଆତ୍ମ ସମର୍ପଣ ନ କରନ୍ତି ତାହେଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ବି.ଗଙ୍ଗାଧର ପ୍ରକାଶ କରିଛନ୍ତି।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories